ଗାଁ ଦାଣ୍ଡରେ ତଳେ ପକାଇ ମାଡ଼ ମାରିବା ଘଟଣା

କେନ୍ଦ୍ରାପଡ଼ା ଜିଲ୍ଲା କୋର ଗାଁରେ ମହିଳାଙ୍କୁ ଗାଁ ଦାଣ୍ଡରେ ତଳେ ପକାଇ ମାଡ଼ ମାରିବା ଘଟଣାରେ ନିକିରାଇ ପୁଲିସ୍‌  ୩ ଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନେ ହେଲେ ଶରତ ଚନ୍ଦ୍ର ନାୟକ, ତାଙ୍କ ପୁଅ ମୁନା ନାୟକ ଓ ନିରଞ୍ଜନ ନାୟକ ।

gpkandhamal

ପୀଡ଼ିତାଙ୍କ ମାମୁଙ୍କ ଏତଲା ଆଧାରରେ ତଦନ୍ତ କରି ପୁଲିସ୍‌ ଏହି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ମୋଟ ୮ ଜଣଙ୍କ ବିରୋଧରେ ପୀଡ଼ିତାଙ୍କ ମାମୁ ଏତଲା ଦେଇଥିଲେ। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ପୀଡିତା ସୁଚିସ୍ମିତାଙ୍କ ସ୍ୱାମୀ ଜିତେନ୍ଦ୍ର ପ୍ରଧାନଙ୍କ ମାମୁ ଘର ଲୋକ।

Umasankar Adv
Leave A Reply

Your email address will not be published.