୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଗତ କିଛି ଦିନ ଧରି ରାଜ୍ୟରେ ଅସହ୍ୟ ତାତି ଯୋଗୁ ଲୋକେ ଛଟପଟ ହେଉଥିବା ବେଳେ ଖୁସି ଖବର ଆଣିଛି ପାଣିପାଗ ବିଭାଗ।  ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବ ସୂଚନା ଦେଇଛି ପାଣିପାଗ ବିଭାଗ। ରାଜ୍ୟରେ ୩ ଦିନ ଧରି କାଳବୈଶାଖୀ ଥିବା ବେଳେ ଆଜି ପାଇଁ ୧୨ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ ।

gpkandhamal

ଗଜପତି, ଗଂଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘ଼ଡ଼ି ସହ ବର୍ଷା ହୋଇପାରେ ।

Umasankar Adv
Leave A Reply

Your email address will not be published.