ଆଜି ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଦୁଇଜଣ ନୂଆପଡା ଜିଲ୍ଲାର ବୋଲି ଜଣାପଡିଛି ।
ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୨୮ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Next Post
Recover your password.
A password will be e-mailed to you.