ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍

ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ରମଜାନ ମାସ ,ଏନେଇ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସିଏମସି ପକ୍ଷରୁ ଗାଇଡ଼୍ ଲାଇନ୍ ଜାରୀ କରାଯାଇଛି । ରମଜାନ୍‌ରେ ମସଜିଦ୍‌ରେ ଲୋକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ମସଜିଦରେ ନମାଜ ପାଠ ପାଇଁ ଶହେ ଲୋକଙ୍କୁ ଅନୁମତି ପ୍ରଦାନ କରାଯାଇଥିବା ବେଳେ ମାସ୍କ ବ୍ୟବହାର ଓ ୬ ଫୁଟ ସାମାଜିକ ଦୂରତା ବାଧ୍ୟତାମୂଳକ କରାଯାଇଛି ।

gpkandhamal

ଏହା ସହ ମସଜିଦ ସମ୍ମୁଖରେ ହ୍ୟାଣ୍ଡ ସାନିଟାଇଜେସନ ଓ ଥର୍ମାଲ ସ୍କାନିଂର ବ୍ୟବସ୍ଥା କରାଯାଇଛି । ବୟସ୍କ ବ୍ୟକ୍ତି, ବିଭିନ୍ନ ରୋଗରେ ଆକ୍ରାନ୍ତଙ୍କୁ ନମାଜ ପାଇଁ ଅନୁମତି ମିଳିବନି । ସେହିପରି ଭୁବନେଶ୍ୱରରେ ସ୍ବତନ୍ତ୍ର ରିଲିଫ କମିଶନର ଗାଇଡ଼ଲାଇନ ଜାରି କରାଯାଇଛି ।

Umasankar Adv

ଯାହାଫଳରେ ଧାର୍ମିକ ଅନୁଷ୍ଠାନର ଧାରଣ କ୍ଷମତାଠାରୁ ଶତକଡା ୫୦ଭାଗ ଲୋକଙ୍କ ପାଇଁ ଅନୁମତି ଦିଆଯିବା ସହ ମାସ୍କ, ସାନିଟାଇଜର ଓ ୬ ଫୁଟର ସାମାଜିକ ଦୂରତା ବାଧ୍ୟତାମୂଳକ କରାଯାଇଛି ।

Leave A Reply

Your email address will not be published.