ଆଜି ପୁଣି ରାଜ୍ୟରେ ୮ ହଜାର ୨୧୬ ଆକ୍ରାନ୍ତ ଚିହ୍ନଟ

ଚିନ୍ତା ବଢାଉଛି କରୋନା ସଂକ୍ରମଣ । ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ପରେ ଚିହ୍ନଟ ହେଉଥିବାରୁ ଆଜି ବି ସମାନ ଅବସ୍ଥା । ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୮୨୧୬ କରୋନା ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୬୩୬, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫ ପଜିଟିଭ୍ ବାହାରିଛନ୍ତି । ସେହିପରି ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ପଜିଟିଭ୍ ଚିହ୍ନଟ ବାହାରିଛନ୍ତି। ସେହିପରି ଭାବରେ ନୟାଗଡ଼- ୨୫୦, ସୁବର୍ଣ୍ଣପୁର- ୨୪୮, ଷ୍ଟେଟ୍ ପୁଲ୍ ଓ କଳାହାଣ୍ଡିରୁ ୨୩୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାୟଗଡ଼ା- ୨୩୨, ମୟୂରଭଞ୍ଜ- ୧୯୦, କୋରାପୁଟ- ୧୩୩, କେନ୍ଦୁଝର- ୧୨୯, ଗଜପତି- ୧୨୧, ଜଗତସିଂହପୁର- ୧୦୬,ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ା- ୮୭, କନ୍ଧମାଳ- ୭୭ ସହ ଗଞ୍ଜାମ- ୬୯, ଭଦ୍ରକ- ୬୩, ଢେଙ୍କାନାଳ- ୪୭, ମାଲକାନଗିରିରୁ ୩୨ ଚିହ୍ନଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.