ରାଜ୍ୟରେ ୧୦ ହଜାରମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଗମ୍ଭୀର ହେଉଛି । ଆଜି ବି ୧୦ ହଜାରମୁହାଁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା।  ଆଜି ରାଜ୍ୟରେ ଆଉ ୯ହଜାର ୮୮୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩୩୧ ଚିହ୍ନଟ । ସେହିପରି ସୁନ୍ଦରଗଡ଼ରୁ ୧୧୩୭ ଓ କଟକରୁ ୭୯୦ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୋଳରୁ ୪୪୩, କଳାହାଣ୍ଡିରୁ ୪୧୪, ପୁରୀରୁ ୪୩୬, ଝାରସୁଗୁଡ଼ାରୁ ୩୮୬, ନୂଆପଡ଼ାରୁ ୩୩୫, ବଲାଙ୍ଗିରରୁ ୩୨୬, ଯାଜପୁରରୁ ୨୮୨, ମୟୂରଭଞ୍ଜରୁ ୨୪୩ ଓ ନୟାଗଡ଼ ଜିଲ୍ଲାରୁ ୨୨୩ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ କେନ୍ଦୁଝର ଜିଲ୍ଲାରୁ ୧୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁବର୍ଣ୍ଣପୁରରୁ ୧୫୮, ଜଗତସିଂହପୁରରୁ ୧୫୬, ବାଲେଶ୍ୱରରୁ ୧୫୧, କେନ୍ଦ୍ରାପଡ଼ାରୁ ୧୩୩, ବୌଦ୍ଧ ଓ ରାୟଗଡ଼ାରୁ ୧୨୯ ଲେଖାଏଁ, ଗଜପତିରୁ ୧୧୭, କୋରାପୁଟରୁ ୯୪, ମାଲକାନଗିରିରୁ ୮୬,

Leave A Reply

Your email address will not be published.