ଆଜି ୧୯ ଜଣଙ୍କ ଦେହାନ୍ତ

କରୋନା କାୟା ମେଲାଇ ଚାଲିଛି । ଆଜି ଦିନକ ମଧ୍ୟରେ କରୋନାରେ ୧୯ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫୧କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ,ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ,ବାଲେଶ୍ବର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.