କାଲି ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିପାରେ ବାତ୍ୟା

ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିପାରେ ବାତ୍ୟା ୟାସ୍। ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ ଓ ଦ୍ୱିପ୍ରହରରେ ବାତ୍ୟା ‘ୟାସ୍’ ସ୍ଥଳଭାଗ ଅତିକ୍ରମ କରିପାରେ। ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି IMD ମହାନିର୍ଦ୍ଦେଶକ ମୃତ୍ଯୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇପାରେ ବୋଲି ସେ କହିଛନ୍ତି।

Leave A Reply

Your email address will not be published.