ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର, ଅଗଷ୍ଟ ୧୩ :କରୋନା କଟକଣା ପାଇଁ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିବା ବେଳେ ଆସନ୍ତାକାଲି ପ୍ରକାଶ ପାଇବ କଳା ଓ ଧନ୍ଦା ମୂଳକ ପରୀକ୍ଷା ଫଳ । ଏନେଇ ସୁଚନା ଦେଇଛି ଗଣଶିକ୍ଷା ବିଭାଗ । ଚଳିତବର୍ଷ କଳା ଓ ଧନ୍ଦାମୂଳକ ବିଭାଗରେ ରାଜ୍ୟର ମୋଟ ୨ ଲକ୍ଷ ୨୧ ହଜାର ୮୬୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।ସୁଚନାଅନୁସାରେ ଜୁଲାଇ ୩୧ରେ ବିଜ୍ଞାନରେ ୯୯.୮୮ ପ୍ରତିଶତ ପିଲା ପାସ କରିଥିବା ବେଳେ ବାଣିଜ୍ୟରେ ୯୯.୫୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିଲେ ।

Leave A Reply

Your email address will not be published.