ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା ସଂକ୍ରମଣ

ଭୁବନେଶ୍ୱର, ଅଗଷ୍ଟ 26 : ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ତଳରମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଲାଗୁନି ବ୍ରେକ୍। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.