୨୪ ଘଣ୍ଟାରେ ବାହାରିଲେ ୫୬୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର, ସେପ୍ଟେମ୍ବର 29 : ଗତ ୨୪ ଘଣ୍ଟା ମଧ୍ୟରେ ୫୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୩ ଜଣ ପଜିଟିଭ ରହିଛନ୍ତି ।

gpkandhamal

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Umasankar Adv
Leave A Reply

Your email address will not be published.