ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର, ଅକ୍ଟୋବର ୨୬ :ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ । ମମିତୀ ମେହେର ହତ୍ୟା ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ସହ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବନ୍ଦ ଡାକରା ଦେଇଛି ବିଜେପି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ଏହି ବନ୍ଦ ପାଳନ କରାଯିବ ।  ସକାଳ ୬ଟାରୁ ଦୋକାନ ବଜାର ବନ୍ଦ ରହିଥିବା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି । ସେହିପରି ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ କରିବା ପାଇଁ ପିକେଟିଂ କରାଯାଉଛି ।

gpkandhamal

ସେହିପରି ମମିତା ମେହେର ହତ୍ୟାର ନିରପେକ୍ଷ ତଦନ୍ତ ଏବଂ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ମଙ୍ଗଳବାର ଡିଜିପି ଅଫିସ ଘେରାଉ କରିବ ଯୁବ କଂଗ୍ରେସ । କଟକ ସମାଜ ଅଫିସ ନିକଟସ୍ଥ ଗୋପବନ୍ଧୁ ଛକରୁ ରାଜ୍ୟ ଯୁବ କଂଗ୍ରେସର ଏକ ବିଶାଳ ଶୋଭାଯାତ୍ରା ବାହାରି ଡିଜିପି କାର୍ଯ୍ୟାଳୟ ଘେରାଉ କରିବ ।

Umasankar Adv
Leave A Reply

Your email address will not be published.