ଦୀପାବଳି ପରେ ସ୍କୁଲ ଯିବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର, ନଭେମ୍ବର ୩ : ଦୀପାବଳି ପରେ ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । ସେହିପରି ନୂଆବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିପାରେ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବାକୁ ଯୋଜନା ହୋଇଥିଲା । ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରାଯାଉଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ । ରାଜ୍ୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ଆରମ୍ଭ ହୋଇଛଇ । 

gpkandhamal

ସେହିପରି ଗତ ୨୫ ତାରିଖ ଠାରୁ ରାଜ୍ୟରେ ଅଗଷ୍ଟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ କ୍ଲାସ ଆରମ୍ଭ  ହୋଇଛି । ସ୍କୁଲରେ ଏବେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଭଲବ ରହୁଛି । ପ୍ରାୟ ୭୦ ପ୍ରତିଶତ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସୁଛନ୍ତି । ପିଲାମାନଙ୍କ ମଧ୍ୟରେ ସ୍କୁଲ ଆସିବାକୁ ଆଗ୍ରହ ଥିବା ଜଣାପଡିଛି । 

Umasankar Adv
Leave A Reply

Your email address will not be published.