ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ

ଭୁବନେଶ୍ୱର, ନଭେମ୍ବର ୬ : ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୦୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୮୯ ଜଣ ଲୋକାଲ କେସ୍ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସର ୨୩ ଜଣ ପଜିଟିଭ ରହିଛନ୍ତି ।  ବାଲେଶ୍ୱରରୁ ୩, ବରଗଡରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧, କଟକରୁ ୨୦, ଦେଓଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୭, ଗଞ୍ଜାମରୁ ୨, ଜଗତସିଂହପୁରରୁ ୭, ଯାଜପୁରରୁ ୧୨, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୪, ଖୋର୍ଦ୍ଧାରୁ ୯୯, କୋରାପୁଟରୁ ୨, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୫, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲରୁ ୨୩ ଜଣ ରହିଛନ୍ତି । 

gpkandhamal

ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ ୧୦୪୨୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୦୮୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

Umasankar Adv
Leave A Reply

Your email address will not be published.