୨୪ ଘଣ୍ଟାରେ ବାହାରିଲେ ୨୭୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ,ନଭେମ୍ବର ୦8: ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪୫ରେ ପହଞ୍ଚିଛି ।

gpkandhamal

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ପଜିଟିଭ ରହିଛନ୍ତି ।ଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୭୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୨୧୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୪୭୧୦୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Umasankar Adv
Leave A Reply

Your email address will not be published.