କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ୱର ,ନଭେମ୍ବର 18 : ଗତ ୨୪ ଘଣ୍ଟାରେ ୨୨୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୬ ବୃଦ୍ଧି ପାଇଛି ।

gpkandhamal

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୩୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 

Umasankar Adv
Leave A Reply

Your email address will not be published.