ରାଜ୍ୟରେ ଆଜି ଜଣେ ଆକ୍ରାନ୍ତ ମୃତ

ଭୁବନେଶ୍ୱର, ଡିସେମ୍ବର ୬ : ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ଗ୍ରାଫ୍ । ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାବ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ତେବେ ଆଜି ଗୋଟିଏ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ ହେଉଛନ୍ତି ପୁରୀ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଅଟନ୍ତି ।

Leave A Reply

Your email address will not be published.