ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୮ ବର୍ଷରୁ କମ୍ ୨୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ଡିସେମ୍ବର ୧୧: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ପୁରା ରାଜ୍ୟରୁ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୧୭୩ ଜଣଙ୍କ ମଧ୍ୟରୁ ୨୧ ଜଣ ୧୮ ବର୍ଷରୁ କମ୍ ବୟସ୍କ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ବାକି ୭୧ ଟି ଲୋକାଲ କେସ୍ ରହିଛି ।

Leave A Reply

Your email address will not be published.