ବିସ୍ପୋରକ ସ୍ଥିତିରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର ,ଜାନୁଆରୀ 6 : ଗତ ୨୪ ଘଣ୍ଟା ମଧ୍ୟରେ ୧୮୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୯୭୭୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୯୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫୮ ଜଣ ରହିଛନ୍ତି ।

Leave A Reply

Your email address will not be published.