ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର ,ଜାନୁଆରୀ 18 : ରାଜ୍ୟରେ ଆଉ ୪ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ , କେନ୍ଦ୍ରପଡ଼ା, କୋରାପୁଟ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.