ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର ,ଜାନୁଆରୀ 21 : ଆଉ ୬ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକରୁ ଦୁଇ ଜଣ, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.