୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍,୧୮ ବର୍ଷରୁ କମ୍‌ ବୟସର ୯୭୨ଆକ୍ରାନ୍ତ

ଭୁବନେଶ୍ୱର ,ଜାନୁଆରୀ 21 : ଗତ ୨୪ ଘଣ୍ଟା ମଧ୍ୟରେ ୯୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୭୨୯୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୧୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୭୨ଜଣ ରହିଛନ୍ତି

Leave A Reply

Your email address will not be published.