ଭୋଟ ଗଣତି, ପଛରେ ଚାଲିଛନ୍ତି ୩ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ୫ଟି ରାଜ୍ୟରେ ଭୋଟ ଗଣତି ଚାଲିଥିବା ବେଳେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ରେସ୍‌ରେ ପଛରେ ପଡ଼ି ଯାଇଛନ୍ତି ୩ ରାଜ୍ୟର ମୁଖ୍ୟମନ୍ତ୍ରୀ । ପଞ୍ଜାବ, ଉତ୍ତରାଖଣ୍ଡ ଓ ଗୋଆ ମୁଖ୍ୟମନ୍ତ୍ରୀ ନିଜ ନିଜ ଆସନରେ ପଛରେ ଚାଲିଛନ୍ତି। ନୂଆଦିଲ୍ଲୀ: ଆଜି ୫ଟି ରାଜ୍ୟରେ ଭୋଟ ଗଣତି ଚାଲିଥିବା ବେଳେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ରେସ୍‌ରେ ପଛରେ ପଡ଼ି ଯାଇଛନ୍ତି ୩ ରାଜ୍ୟର ମୁଖ୍ୟମନ୍ତ୍ରୀ । ପଞ୍ଜାବ, ଉତ୍ତରାଖଣ୍ଡ ଓ ଗୋଆ ମୁଖ୍ୟମନ୍ତ୍ରୀ ନିଜ ନିଜ ଆସନରେ ପଛରେ ଚାଲିଛନ୍ତି।

Leave A Reply

Your email address will not be published.