ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

 ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଇତାଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତି ନିର୍ଦ୍ଧାରତ ସମୟରେ ଦଇତାପତି ସେବାୟତଙ୍କ ଦ୍ୱାରା ସମ୍ପାଦନ କରାଯିବ ।

Leave A Reply

Your email address will not be published.