ଦେଶରେ ଖସୁଛି ସଂକ୍ରମଣ

ନୂଆଦିଲ୍ଲୀ ୦୨/୦୬: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୪ ହଜାର ତଳକୁ ଖସିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୭୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.