ନବୀନ ନିବାସରେ ବାଦ୍‌ ପଡିଥିବା ମନ୍ତ୍ରୀ, ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା

ଭୁବନେଶ୍ବର ୦୬।୦୬ : ନବୀନ ନିବାସରେ ମନ୍ତ୍ରୀମଣ୍ଡଳରୁ ବାଦ୍ ପଡିଥିବା ମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ବାଦ୍ ପଡ଼ିଥିବା ମନ୍ତ୍ରୀଙ୍କ ବୈଠକ। ବିଭିନ୍ନ ପ୍ରସଙ୍ଗକୁ ନେଇ ନବୀନଙ୍କ ସହ ଚାଲିଛି ଆଲୋଚନା । ନୂଆ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଛନ୍ତି ୧୦ ମନ୍ତ୍ରୀ । ଖବର ଅନୁଯାୟୀ, ନବୀନ ନିବାସରେ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ ସାହୁ, ଜ୍ୟୋତି ପାଣିଗ୍ରାହୀ ରଘୁନନ୍ଦନ ଦାସ, ପଦ୍ମିନୀ ଦିଆନ, ପଦ୍ମନାଭ ବେହେରା, ସୁଦାମ ମାରାଣ୍ଡି ଓ ସୁଶାନ୍ତ ସିଂ ପ୍ରମୁଖ ଉପସ୍ଥିତ ଥିବା ସୂଚନା । ତେବେ କେଉଁ ପ୍ରସଙ୍ଗ ନେଇ ଆଲୋଚନା ହେଉଛି । ସେନେଇ କିଛି ସବିଶେଷ ତଥ୍ୟ ମିଳିନାହିଁ ।

Leave A Reply

Your email address will not be published.