ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦ ପଜିଟିଭ୍

ନୂଆଦିଲ୍ଲୀ ୧୦/୦୬:  ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୯୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ନୂଆଦିଲ୍ଲୀ ୧୦/୦୬:  ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୯୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୫୩୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି । 

Leave A Reply

Your email address will not be published.