ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ : ଜଣେ ମୃତ, ୨ ଗୁରୁତର

ଅନୁଗୋଳ ୭।୭: ଅନୁଗୋଳ କୁଇଓ ପେଟ୍ରୋଲ ପମ୍ପ୍ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍। ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଅନନ୍ତବେରିଣୀ ଗାଁର ସଚିନ ନାୟକ। ଗୁରୁତର ଦୁଇ ଜଣଙ୍କୁ ଅନୁଗୋଳ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସେମାନଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି ।

Leave A Reply

Your email address will not be published.