ଭିଜିଲାନ୍ସ ଜାଲରେ କ୍ରୀଡ଼ା ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ବ୍ରହ୍ମପୁର ୦୫/୦୮: ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ୍ । କ୍ରୀଡା ଶିକ୍ଷକ ଜନାର୍ଦନ ସାହୁଙ୍କ ବାସଭବନରେ ଭିଜିଲାନ୍ସ ରେଡ଼ । ପାତ୍ରପୁର ବ୍ଲକ ଜୟନ୍ତିପୁର ଦିବ୍ୟସିଂହ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟର ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ । ବ୍ରହ୍ମପୁର ଅନନ୍ତନଗରସ୍ଥିତ ବାସଭବନ , ପେଟ୍ରୋଲ ପମ୍ପ ସମେତ ଜୟନ୍ତୀପୁରସ୍ଥିତ ନିଜ ପୈତୃକ ବାସଭବନ ସମେତ ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢାଉ ।

Leave A Reply

Your email address will not be published.