ଜୀବନ ବ୍ୟାପୀ ସାଧନା ପୁରସ୍କାର ପାଇବେ ନବୀନ

ଭୁବନେଶ୍ୱର ୦୨/୦୯: ଜୀବନ ବ୍ୟାପୀ ସାଧନା ପୁରସ୍କାର ପାଇବେ ନବୀନ । ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଭୁବନେଶ୍ବରରେ ବ୍ୟାପକ ପ୍ରସ୍ତୁତି । ଭୁବନେଶ୍ବର ବିମାନବନ୍ଦର ଛକ ନିକଟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ କଲେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଡିସିପି ପ୍ରତୀକ ସିଂ। ଏହାସହ ଭୁବନେଶ୍ବର ବିଜେଡି ଜିଲ୍ଳା ସଭାପତି ତଥା ବିଧାୟକ ସୁଶାନ୍ତ ରାଉତ ଓ ବିଧାୟକ ପ୍ରଣବ ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ । କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଦିଲ୍ଲୀରେ ନବୀନ ପଟ୍ଟନାୟକଙ୍କୁ ଏହି ଜୀବନ ବ୍ୟାପି ସାଧନା ପୁରସ୍କାର ମିଳିବ । ଆସନ୍ତା ୬ ତାରିଖରେ ଭୁବନେଶ୍ଵର ଫେରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.