ପାଟଣା ଓ ସାହାରପଡାରେ ଅହିଂସା ରଥକୁ ବିପୁଳ ସମ୍ବର୍ଦ୍ଧନା

ପାଟଣା ୦୮।୦୯: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ଅମୃତ ମହୋତ୍ସବ ପାଳନ ଚାଲିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସ୍ଵାଧୀନତା ଦିବସରେ ଅହିଂସା ରଥର ଶୁଭାରମ୍ଭ କରାଯାଇଥିଲା । ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଏହି ରଥ ପରିକ୍ରମା କରି ଅହିଂସା ବାର୍ତ୍ତା ପ୍ରଦାନ କରିବା ସହିତ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତି ଚାରଣ କରୁଥିବା ବେଳେ ଆଜି  ପାଟଣା ବ୍ଲକରେ ଅହିଂସା ରଥ  ପହଞ୍ଚିଛି । ଏହାପରେ ଏହାକୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.