ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ

ଭୁବନେଶ୍ୱର ୨୨/୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.