ଅସାବଧାନତା କାରଣରୁ ଖସିପଡିଲେ ୨ ଯାତ୍ରୀ

ଯାଜପୁର ୧୯/୧୧: ଟ୍ରେନ ଛାଡ଼ିଦେବାରୁ ଖସିପଡିଲେ ୨ଜଣ ଯାତ୍ରୀ । ଟ୍ରେନ୍‌କୁ ଅଟକ ରଖିଛନ୍ତି ସ୍ଥାନୀୟ ଲୋକେ । ଯାଜପୁର ଜିଲ୍ଲା ଦୁଲାଖାପାଟଣା ଷ୍ଟେସନରେ ଅଟକିଛି ଡିଏମୟୁ ଟ୍ରେନ । ତେବେ ଗାର୍ଡଙ୍କୁ ଅଟକ ରଖିଛନ୍ତି ଯାତ୍ରୀ । ଦୁଇ ଜଣଙ୍କୁ ନିକଟସ୍ଥ କୋରାଇ ମେଡିକାଲକୁ ପଠାଯାଇଥିବା ସୂଚନା । ସେଥିମଧ୍ୟରୁ ଜଣେ ଯାତ୍ରୀ ହେଉଛନ୍ତି ସେହି ଅଞ୍ଚଳ ଦୁଲାଖା ପାଟଣାର ବଟକୃଷ୍ ସେଠୀ ବୟସ ୩୬ ବୋଲି ଜଣା ପଡିଛି ।f

Leave A Reply

Your email address will not be published.