ପୁରୀରେ 5T ସଚିବ, ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ତଦାରଖ

ପୁରୀ ୨୬/୧୧: ପୁରୀରେ 5T ସଚିବ ଭି. କେ ପାଣ୍ଡିଆନ୍ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କଲେ କଲେ 5T ସଚିବ । ଏହାସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କଲେ । ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରମୁଖ ପ୍ରକଳ୍ପ ହୋଇଥିବା ବେଳେ, କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଜାରି ରହିଥିବା ଡ୍ରେନ ଓ ରାସ୍ତା ଆଦିର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ଭୁବନେଶ୍ବର ଫେରିଛନ୍ତି 5T ସଚିବ ।

Leave A Reply

Your email address will not be published.