ଟ୍ରକ୍ ଧକ୍କାରେ ବାଇକ ଆରୋହୀ ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ By Odisha Samachar Last updated Dec 15, 2022 134 0 ଜୟପୁର: ଆଜି ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ବେଳେ ଜୟପୁର ସହରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାକାର ବିମାନବନ୍ଦର ଛକରେ ଏକ ୧୦ଚକିଆ ଟ୍ରକ୍ ଜଣେ ବାଇକ୍ ଆରୋହୀଙ୍କୁ ପଛପଟୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଥିଲା। 0 134 Share