ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣା, ନାବାଳକର ମୃତ୍ୟୁ

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ନାବାଳକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ଚିପ୍ସ ବୋଝେଇ ହାଇୱା ବାଇକକୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଥିଲା ।

Leave A Reply

Your email address will not be published.