ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ୱାମୀର ଆତ୍ମ ସମର୍ପଣ

କେନ୍ଦୁଝର : ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ୱାମୀର ଆତ୍ମ ସମର୍ପଣ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ରଗଡା ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ଶାଶୁଘର ଲୋକ ଝିଅକୁ ଯୌତୁକ ନିର୍ଯ୍ୟାତନା ସହ ଜୀବନରୁ ମାରି ଦେବାକୁ ଧମକ ଦେଉଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି ।

Leave A Reply

Your email address will not be published.