ରାଜଧାନୀରୁ ହାତୀ ଦାନ୍ତ ଜବତ

କେନ୍ୟୁଜ୍‌ : ରାଜଧାନୀରୁ ଜବତ ହେଲା ହାତୀ ଦାନ୍ତ । ପୋଲିସ ଏଥିରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତ ଦ୍ୱୟ କନ୍ଧମାଳର ବୋଲି ଜଣାଯାଇଛି । ବାଇକରେ ହାତୀ ଦାନ୍ତ ନେଇ ଯାଉଥିବା ବେଲେ ମୈତ୍ରୀ ବିହାର ପୋଲିସ ଅଭିଯୁକ୍ତଙ୍କୁ ମାଡି ବସିଛି । ସେମାନଙ୍କ ଠାରୁ ଦୁଇଟି ହାତୀ ଦାନ୍ତ ଜବତ ହୋଇଛି । ପୋଲିସ କୌଣସି ସୂତ୍ରରୁ ଖବର ପାଇଁ ପୂର୍ବରୁ ଜଗି ରହିଥିଲା ।

Leave A Reply

Your email address will not be published.