୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର : ୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ !। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ। କେରଳ ଉପକୂଳରେ ମେଘ ସମୁହର ଘନତ୍ୱ ବୃଦ୍ଧି ପାଉଛି। ପଶ୍ଚିମ ବାୟୁର ସକ୍ରିୟତା ତଥା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପ୍ତି ଏହା ସୂଚାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Leave A Reply

Your email address will not be published.