୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଛତିଶଗଡ଼ ରାଜ୍ୟପାଳ

ଭୁବନେଶ୍ବର: ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଛତିଶଗଡ଼ ରାଜ୍ୟପାଳ ଭାବେ ନିଯୁକ୍ତି ପାଇବା ପରେଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଏହି ଗସ୍ତ ସମୟରେ ସେ ଓଡ଼ିଶାର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟିବା ସହିତ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ଏ ନେଇ ଛତିଶଗଡ଼ ରାଜଭବନରୁ ପ୍ରକାଶିତ ଏକ ପ୍ରେସ ବିବୃତିରେ ସୂଚନା ଦିଆଯାଇଛି।

Leave A Reply

Your email address will not be published.