ଭିଜିଲାନ୍ସ ଜାଲରେ ପୂର୍ବତନ ଯୋଗାଣ ଅଧିକାରୀ : ଆୟଠୁ ଅଧିକ ସମ୍ପତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍

ନୟାଗଡ: ଭିଜିଲାନ୍ସ ଜାଲରେ ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ । ପୁରୀ ଓ ଭୁବନେଶ୍ୱରରେ ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢାଉ । ଭୁବନେଶ୍ୱରର ଭିମଟାଙ୍ଗୀ ଓ ରାଜାରାଣୀ କଲୋନୀରେ ଥିବା ଘର, ନିମାପଡାରେ ଥିବା ପୈତୃକ ଘର ଏବଂ ଫାର୍ମ ହାଉସରେ ଚଢାଉ ଜାରି । ଚଢାଉରେ ୨ଜଣ ଡିଏସପି ଏବଂ ୬ ଜଣ ଇନ୍ସପେକ୍ଟର ସାମିଲ ।

Leave A Reply

Your email address will not be published.