ବାତିଲ ହେଲା ପୁରୀ-ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ୍‌

ପୁରୀ: ବୁଧବ‌ାର ପୁରୀ ଠାରୁ ଛାଡିବାକୁଥିବା ୧୮୪୭୭ ପୁରୀ – ଯୋଗନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ବାତିଲ ହୋଇଛି। ଋଷିକେଶଠାରୁ ପୁରୀ ପହଞ୍ଚିବାକୁ ଥିବା ସଂଯୋଗକାରୀ ଟ୍ରେନର ମାତ୍ରାଧିକ ବିଳମ୍ବ ଯୋଗୁଁ ଏବଂ ଟ୍ରେନ ଚଳାଚଳର ସମୟାନୁବର୍ତ୍ତିତା ପାଇଁ ଏହି ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.