ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ ; ୨ ଆତଙ୍କୀ ନିହତ

ଶ୍ରୀନଗର : ଦକ୍ଷିଣ କାଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ମଧ୍ୟରେ ଉତ୍ତର କାଶ୍ମୀର ବାରାମୁଲା ଜିଲାରେ ଶନିବାର ଗୁଳିବିନିମୟ ଜାରି ରହିଛି। ପୁଲିସ ଠାରୁ ମିଳିଥିବା ସୂଚନାନୁଯାୟୀ, ବାରାମୁଲାର ଉରିର ହାଥଲଙ୍ଗାରେ ସୁରକ୍ଷାକର୍ମୀଙ୍କ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।

Leave A Reply

Your email address will not be published.