ଆସୁଛି ବଡ ବର୍ଷା – ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର-ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓଡିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢିବ।

ଆଗକୁ ବଡ ବର୍ଷା ଆସୁଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Umasankar Adv
Leave A Reply

Your email address will not be published.