ପାକିସ୍ତାନରେ ବଡ ଧରଣର ବିସ୍ଫୋରଣ ; ୨୫ରୁ ଅଧିକ ମୃତ

ଇସଲାମାବାଦ : ପାକିସ୍ତାନରେ ବଡ ଧରଣର ବିସ୍ଫୋରଣ ଘଟିଥିବା ନେଇ ଶୁକ୍ରବାର ଖବର ମିଳିଛି। ଏହି ବିସ୍ଫୋରଣରେ ପ୍ରାୟ ୨୫ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଗୁରୁତର ହୋଇଛନ୍ତି। ବାଲୋଚିସ୍ତାନ ମାସ୍ତୁଙ୍ଗ ଜିଲାର ଏକ ମସଜିଦ୍‌‌ ନିକଟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡିଛି।

ପର୍ବ ପାଳନ ପାଇଁ ଏକତ୍ରିତ ହୋଇଥିବା ବେଳେ ଏହି ବଡ ଧରଣର ବିସ୍ଫୋରଣ ଘଟିଛି।

Umasankar Adv
Leave A Reply

Your email address will not be published.