ସମସ୍ତ ଯାତ୍ରୀଙ୍କୁ ସ୍ଥାନାନ୍ତରିତ କରାଯାଇଛି : ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର :   ଆନ୍ଧ୍ର ପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଭୟଙ୍କର ରେଳ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସମସ୍ତ ଯାତ୍ରୀଙ୍କୁ ସ୍ଥାନାନ୍ତରିତ କରାଯାଇଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

gpkandhamal

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ପରିସ୍ଥିତିର ସମୀକ୍ଷା କରିଛନ୍ତି । ସେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ରାଜ୍ୟ ସରକାର ଏବଂ ରେଳବାଇର ବିଭିନ୍ନ ଦଳ ନିଜ ମଧ୍ୟରେ ସମନ୍ୱୟ ରକ୍ଷାକରି କାର୍ଯ୍ୟ କରୁଛନ୍ତି ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି ।

Umasankar Adv
Leave A Reply

Your email address will not be published.