୨ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲା ବିଜେଡି : ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡ଼ା ଏବଂ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଦାୟିତ୍ବ

ଭୁବନେଶ୍ବର : ବିଜୁ ଜନତା ଦଳ ୨ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି। କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲା ପାଇଁ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛନ୍ତି। ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଏବଂ ସଞ୍ଜୟ କୁମାର ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ଦୁଇ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ। ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।

Leave A Reply

Your email address will not be published.