ସୁପ୍ରିମକୋର୍ଟର ସମସ୍ତ ୩୪ଟି ପଦ ପୂରଣ, ଆଜି ଶପଥ ନେଲେ ୩ ବିଚାରପତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିଯୁକ୍ତି ପ୍ରଦାନ ପରେ ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡ଼ି ୱାଇ ଚନ୍ଦ୍ରଚୂଡ଼ ୩ ଜଣ ନୂଆ ବିଚାରପତିଙ୍କୁ ପାଠ କରାଇଛନ୍ତି।

gpkandhamal

ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସତୀଶ ଚନ୍ଦ୍ର ଶର୍ମା, ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାପତି ଆଙ୍ଗଷ୍ଟିନ ଜର୍ଜ ମସିହ ଓ ଗୌହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ସନ୍ଦୀପ ମେହତା ନୂଆ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଗତ ସପ୍ତାହରେ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏହି ତିନିଜଣଙ୍କ ନାମ ସୁପାରିଶ କରାଯାଇଥିଲା।

Umasankar Adv
Leave A Reply

Your email address will not be published.