ଭିଜିଲାନ୍ସ ଜାଲରେ ଫସିଲେ ଅବକାରୀ ସୁପରିଟେଣ୍ଡେଣ୍ଟ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ। ଅବକାରୀ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଚଢାଉ କରାଯାଇଛି। ଡି-ଏସ୍‌‌-ଥ୍ରୀ ସିନେମା ହଲ ନିକଟ ଭଡା ଘରେ ଚାଲିଛି ଚଢାଉ। ନବରଙ୍ଗପୁର ଓ ଜୟପୁର ସମେତ ୪ଟି ସ୍ଥାନରେ ଚଢାଉ ଚାଲିଛି।

Leave A Reply

Your email address will not be published.