ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ କରି କହିଛନ୍ତି ଆମ ଗୌରବମୟ ନୌବାଣିଜ୍ୟ ପରମ୍ପରାକୁ ସ୍ମରଣ କରି ଆସନ୍ତୁ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢିବା। ସେପଟେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ରାଜରାଜେଶ୍ବର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।

Leave A Reply

Your email address will not be published.